Numbers 6:23 — Compare Translations
5 translations compared side by side
Odia - 1840
"ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣଙ୍କୁ କୁହ, ତୁମ୍ଭମାନେେ ଇଶ୍ରାୟେଲ ସନ୍ତାନଗଣଙ୍କୁ ଏହିପରି ଆଶୀର୍ବଦ କରିବ; ତୁମ୍ଭମାନେେ ସମାନଙ୍କେୁ କହିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣ ଓ ତା’ର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିପରି ଆଶୀର୍ବଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ‘ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,