Numbers 6:26 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାନ୍ତୁ ଓ ତୁମ୍ଭକୁ ଶାନ୍ତି ଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାନ୍ତୁ ଓ ତୁମ୍ଭକୁ ଶାନ୍ତି ଦିଅନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।’”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ।”