Numbers 6:3 — Compare Translations

5 translations compared side by side

Odia - 1840
"ତବେେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପଯେ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କି ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ ଦ୍ରାକ୍ଷାରସ ଓ ସୁରା ପାନରୁ ନିଜକୁ ପୃଥକ୍ ରଖିବ, ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ। କିମ୍ବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ୍ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।