Numbers 6:4 — Compare Translations
5 translations compared side by side
Odia - 1840
"ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷା ଫଳ ରେ ପ୍ରସ୍ତୁତ କୌଣସି ଦ୍ରବ୍ଯ କି ତହିଁରୁ ମଞ୍ଜିଠାରୁ ଚପୋ ପର୍ୟ୍ଯନ୍ତ କିଛି ଖାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷା ଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାର ପୃଥକ୍ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।