Numbers 6:5 — Compare Translations

5 translations compared side by side

Odia - 1840
"ତାହାର ପ୍ରତିଜ୍ଞା ହତେୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁରଲାଗିବ ନାହିଁ, ପରମେଶ୍ବରଙ୍କ ଉବ୍ଦେଶ୍ଯ ରେ ପୃଥକ୍ ଥିବା ଦିନ ସମାପ୍ତ ହବୋ ପର୍ୟ୍ଯନ୍ତ ସେ ପବିତ୍ର ରହିବ, ସେ ତା'ର ମସ୍ତକର କେଶ ବୃଦ୍ଧି ପାଇବାକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ତାହାର ପ୍ରତିଜ୍ଞା ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ତା’ର ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ତାହାର ବ୍ରତ ହେତୁ ପୃଥକ୍ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ।