Numbers 6:7 — Compare Translations
5 translations compared side by side
Odia - 1840
"ବ୍ରତ ସମୟରେ ଏପରିକି ସେ ନିଜର ପିତା କି ମାତା କି ଭ୍ରାତା କି ଭଗିନୀ ମଲେ ସମାନଙ୍କେୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। କାରଣ ପରମେଶ୍ବରଙ୍କ ଉବ୍ଦେଶ୍ଯ ରେ ପୃଥକ୍ ହବୋର ଚିହ୍ନ ତାହାର ମସ୍ତକରେ ଅଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ପିତା କି ମାତା କି ଭ୍ରାତା କି ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ରତ ସମୟରେ ଏପରିକି ସେ ନିଜର ପିତା କି ମାତା କି ଭ୍ରାତା କି ଭଗିନୀ ମଲେ ସେମାନଙ୍କୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି।