Numbers 6:9 — Compare Translations

5 translations compared side by side

Odia - 1840
"ଆଉ ଯଦି ନାସରୀଯ ବ୍ରତ ପାଳନ କରୁଥିବା ବ୍ଯକ୍ତିର ନିକଟରେ ରହୁଥିବା ବ୍ଯକ୍ତି ମ ରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତବେେ ସେ େଶୗଚ ଦିନ ରେ ଆପଣା ମସ୍ତକ ଲଣ୍ତା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ତନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ତନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ନାସରୀୟ ବ୍ରତ ପାଳନ କରୁଥିବା ବ୍ୟକ୍ତିର ନିକଟରେ ରହୁଥିବା ବ୍ୟକ୍ତି ମରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତେବେ ସେ ଶୌଚ ଦିନରେ ଆପଣା ମସ୍ତକ ଲଣ୍ତା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।