Numbers 7:1 — Compare Translations
5 translations compared side by side
Odia - 1840
"ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ସଗୀକୃତ ପବିତ୍ର ତମ୍ବୁ ଅନନ୍ତର ଯେଉଁ ଦିନ ମୋଶା ପବିତ୍ର ତମ୍ବୁର କାର୍ଯ୍ୟ ଶେଷ କଲେ, ସେ ତୈଳ ଦେଇ ଏହାକୁ ଅଭିଷିକ୍ତ କଲେ ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ଏବଂ ଯଜ୍ଞବେଦି ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେଉଁଦିନ ମୋଶା ଆବାସ-ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;