Numbers 7:10 — Compare Translations
5 translations compared side by side
Odia - 1840
"ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିପତିଗଣ ମଧ୍ୟ ଦାନ କଲେ, ଯେତେବେଳେ ମୋଶା ଯଜ୍ଞବେଦି ଉତ୍ସର୍ଗ କଲେ ଅର୍ଥାତ୍ ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।