Numbers 7:11 — Compare Translations

5 translations compared side by side

Odia - 1840
"ପୁଣି ସଦାପ୍ରଭୁ ମାଶାଙ୍କେୁ କହିଲେ, ପ୍ରେତ୍ୟକକ ଅଧିପତି ଆପଣା ଆପଣା ଦିନ ରେ ବଦେିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”