Numbers 7:13 — Compare Translations

5 translations compared side by side

Odia - 1840
"ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଏହିସବୁ ଦ୍ରବ୍ୟ ବେଦିର ଅଭିଷେକ ଦିନ, ଇସ୍ରାଏଲ ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା। ଯଥା: ବାରଟି ରୂପାର ଥାଳୀ, ବାରଟି ରୂପାର ଗିନା ଓ ବାରଟି ସୁବର୍ଣ୍ଣ ଗ୍ଭମଚ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;