Numbers 7:14 — Compare Translations
5 translations compared side by side
Odia - 1840
"ପ୍ରତ୍ୟେକ ପାତ୍ର ଏବଂ ପ୍ରତ୍ୟେକ ଗିନା ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ଵର୍ଣ୍ଣର ଏକ ଚମସ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ରୂପା ପାତ୍ର 130 ଶେକଲ ପ୍ରତ୍ୟେକ ରୂପାଗିନା ସତୁରି ଶେକଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
Odia IRV 2017 (ଓଡିଆ ବାଇବେଲ)
ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;