Numbers 7:16 — Compare Translations
5 translations compared side by side
Odia - 1840
"ପ୍ରତ୍ୟେକ ଅଧିପତି ଦଶ ଶେକଲ ଓଜନର ସୁନା ଗ୍ଭମଚ ଅଗରୁ ପୂର୍ଣ୍ଣ କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
Odia Bible ERV 2004 (ପବିତ୍ର ବାଇବଲ)
ହୋମବଳି ନିମନ୍ତେ ସମୁଦାୟ ବାରଟି ଗୋରୁ, ବାରଟି ମେଷ ଓ ଏକବର୍ଷୀୟ ବାରଟି ମେଷବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ୟ ନୈବେଦ୍ୟ ମଧ୍ୟ ଯିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟୀ ଛାଗ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ
Odia IRV 2017 (ଓଡିଆ ବାଇବେଲ)
ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ