Numbers 7:17 — Compare Translations
5 translations compared side by side
Odia - 1840
"ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ ଓ ପାଞ୍ଚ ମେଷ ଓ ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ ଅଧିପତିମାନେ ଉପହାର ଦେଲେ, ମୋଶା ଯଜ୍ଞବେଦିକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।
Odia IRV 2017 (ଓଡିଆ ବାଇବେଲ)
ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।