Numbers 7:18 — Compare Translations

5 translations compared side by side

Odia - 1840
"ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ଦିନ ଈଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କଲାବେଳେ, ନିୟମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ୱୟ ମଧ୍ୟରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ୱର ମୋଶାଙ୍କ ସହିତ କଥା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା,