Numbers 7:2 — Compare Translations
5 translations compared side by side
Odia - 1840
"ସହେିଦିନ ଇଶ୍ରାୟେଲ ଅଧିପତିଗଣ ସଦାପ୍ରଭୁଙ୍କୁ ସମାନଙ୍କେ ପରିବାରବର୍ଗର ପ୍ରଧାନଗଣ ନବୈେଦ୍ଯ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଇସ୍ରାଏଲ ଅଧିପତିଗଣ ସଦାପ୍ରଭୁଙ୍କୁ ସେମାନଙ୍କ ପରିବାରବର୍ଗର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶ ସମୂହର ଅଧିପତି ଥିଲେ। ପରିବାରବର୍ଗର ଯେଉଁମାନେ ଲୋକମାନଙ୍କର ଗଣନା କରିବାର ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହିଦିନ ଇସ୍ରାଏଲର ଅଧିପତିଗଣ, ସେମାନଙ୍କ ପିତୃଗୃହର ପ୍ରଧାନଗଣ ନୈବେଦ୍ୟ ଦାନ କଲେ; ଏମାନେ ବଂଶସମୂହର ଅଧିପତି ଥିଲେ ଓ ଗଣିତ ଲୋକମାନଙ୍କ ଉପରେ ନିଯୁକ୍ତ ଥିଲେ।