Numbers 7:24 — Compare Translations
4 translations compared side by side
Odia - 1840
"ତୃତୀୟ ଦିନ ସବୂଲୂନ ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆପଣା ଉପହାର ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ତୃତୀୟ ଦିନ ସବୂଲୂନ-ସନ୍ତାନଗଣର ଅଧିପତି ହେଲୋନର ପୁତ୍ର ଇଲୀୟାବ୍ ଆଣିଲା;