Numbers 7:3 — Compare Translations

5 translations compared side by side

Odia - 1840
"ସମାନେେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ ଓ ବାରଟି ଗାଈ ଆଣିଲେ। ପ୍ରେତ୍ୟକକ ନତେୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନତେୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପବିତ୍ର ତମ୍ବୁ ନିମନ୍ତେ ଛଅ ଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗାଈ ଆଣିଲେ। ପ୍ରତ୍ୟେକ ନେତୃବର୍ଗ ଗୋଟିଏ ଗାଈ ଆଣିଲେ ଏବଂ ଦୁଇଜଣ ନେତୃବର୍ଗ ଏକାଠି ହେଲେ ଏବଂ ଗୋଟିଏ ଶଗଡ଼ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।