Numbers 7:30 — Compare Translations

4 translations compared side by side

Odia - 1840
"ଚତୁର୍ଥ ଦିନ ରୁବେନ୍ ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆପଣା ଉପହାର ଉତ୍ସର୍ଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ଥ ଦିନ ରୁବେନ-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ଚତୁର୍ଥ ଦିନ ରୁବେନ୍‍-ସନ୍ତାନଗଣର ଅଧିପତି ଶଦେୟରର ପୁତ୍ର ଇଲୀଷୂର ଆଣିଲା;