Numbers 7:36 — Compare Translations
4 translations compared side by side
Odia - 1840
"ପଞ୍ଚମ ଦିନ ଶିମିୟୋନ ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ସଲୁମୀୟେଲ ତାହାର ଉପହାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;