Numbers 7:37 — Compare Translations
4 translations compared side by side
Odia - 1840
"ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ତ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;