Numbers 7:39 — Compare Translations
4 translations compared side by side
Odia - 1840
"ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋମ ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
Odia IRV 2017 (ଓଡିଆ ବାଇବେଲ)
ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକବର୍ଷୀୟ ଏକ ମେଷବତ୍ସ;