Numbers 7:42 — Compare Translations

4 translations compared side by side

Odia - 1840
"ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଷଷ୍ଠ ଦିନ ଗାଦ-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ଷଷ୍ଠ ଦିନ ଗାଦ୍‍-ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଆଣିଲା;