Numbers 7:48 — Compare Translations
4 translations compared side by side
Odia - 1840
"ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ସପ୍ତମ ଦିନ ଇଫ୍ରୟିମ-ସନ୍ତାନଗଣର ଅଧିପତି ଅମ୍ମୀହୂଦର ପୁତ୍ର ଇଲୀଶାମା ଆଣିଲା;