Numbers 7:5 — Compare Translations

5 translations compared side by side

Odia - 1840
"ସମାନେେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ ତମ୍ବୁର ସବୋ ନିମନ୍ତେ ଅଛନ୍ତି। ଏହା ଲବେୀୟମାନଙ୍କୁ ଦିଅ ସମାନଙ୍କେର କାର୍ୟ୍ଯ ଅନୁସାରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ଵୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟ-ମାନଙ୍କୁ ତାହାସବୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ଯାହା ଆଣିଛନ୍ତି ଗ୍ରହଣ କର, ସମାଗମ-ତମ୍ବୁର ସେବା ନିମନ୍ତେ ଅଛନ୍ତି। ଏହା ଲେବୀୟମାନଙ୍କୁ ଦିଅ ସେମାନଙ୍କର କାର୍ଯ୍ୟ ଅନୁସାରେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହା ସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”