Numbers 7:54 — Compare Translations
4 translations compared side by side
Odia - 1840
"ଅଷ୍ଠମ ଦିନରେ ଗମଲିୟେଲ ପଦାହସୂରର ପୁତ୍ର, ତାହାର ଉପହାର ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;
Odia IRV 2017 (ଓଡିଆ ବାଇବେଲ)
ଅଷ୍ଟମ ଦିନ ମନଃଶି-ସନ୍ତାନଗଣର ଅଧିପତି ପଦାହସୂରର ପୁତ୍ର ଗମଲୀୟେଲ ଆଣିଲା;