Numbers 7:8 — Compare Translations

5 translations compared side by side

Odia - 1840
"ହାରୋଣ ଯାଜକର ପୁତ୍ର ସମାନଙ୍କେର କାର୍ୟ୍ଯ ଅନୁସାରେ, ମରାରି ସନ୍ତାନଗଣକୁ ସମାନଙ୍କେ ସବୋ ଅନୁସାରେ ସେ ଚାରି ଶଗଡ ଓ ଆଠଟି ଗାଈ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣ ଯାଜକର ପୁତ୍ର ସେମାନଙ୍କର କାର୍ଯ୍ୟ ଅନୁସାରେ, ମରାରି ସନ୍ତାନଗଣକୁ ସେମାନଙ୍କ ସେବା ଅନୁସାରେ ସେ ଗ୍ଭରି ଶଗଡ଼ ଓ ଆଠଟି ଗାଈ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ହାରୋଣ ଯାଜକଙ୍କର ପୁତ୍ର ଈଥାମରର ହସ୍ତାଧୀନରେ ମରାରି-ସନ୍ତାନଗଣକୁ ସେମାନଙ୍କ ସେବାନୁସାରେ ସେ ଚାରି ଶଗଡ଼ ଓ ଆଠ ଗୋରୁ ଦେଲେ।