Numbers 7:85 — Compare Translations

4 translations compared side by side

Odia - 1840
"ପ୍ରେତ୍ୟକକ ରୂପା ପାତ୍ର 130 ଶକେଲ ପ୍ରେତ୍ୟକକ ରୂପାଗିନା ସତୁରି ଶକେଲ ଏହି ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଅଧିକୃତ ମାପ ଅନୁସାରେ ଷାଠିଏ ପାଉଣ୍ତ ଓଜନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ତ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;
Odia IRV 2017 (ଓଡିଆ ବାଇବେଲ)
ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;