Numbers 7:86 — Compare Translations
4 translations compared side by side
Odia - 1840
"ଉପୟୁକ୍ତ ମାପ ଅନୁସାରେ ପ୍ରେତ୍ୟକକ ସୂର୍ଣ ଚାମଚ ରେ ବାର ଧୂମ୍ମପୂର୍ଣ ସୁଗନ୍ଧି ଥିଲା, ଏ ସମସ୍ତ ଚାମଚର ସୂର୍ଣ ଦଶ ଶକେଲ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଧୂପପୂର୍ଣ୍ଣ ଦ୍ଵାଦଶ ସ୍ଵର୍ଣ୍ଣ ଚମସ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚମସର ସମସ୍ତ ସ୍ଵର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।