Numbers 7:87 — Compare Translations
4 translations compared side by side
Odia - 1840
"ହାମବେଳି ନିମନ୍ତେ ସମୁଦାଯ ବା ରୋଟି ଗୋରୁ, ବା ରୋଟି ମଷେ ଓ ଏକବର୍ଷୀଯ ବାରୋଟି ମଷେବତ୍ସ, ଏବଂ ଏହିସବୁ ବଳିଦାନ ସହିତ ଶସ୍ଯ ନବୈେଦ୍ଯ ମଧ୍ଯ ୟିବ। ପାପାର୍ଥକ ବଳିଦାନ ନିମନ୍ତେ ବା ରୋଟି ଛାଗ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋମ ନିମନ୍ତେ ସମୁଦାୟ ଦ୍ଵାଦଶ ଗୋରୁ ଓ ଦ୍ଵାଦଶ ମେଷ ଓ ଏକବର୍ଷୀୟ ଦ୍ଵାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ଵାଦଶ ଛାଗ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;
Odia IRV 2017 (ଓଡିଆ ବାଇବେଲ)
ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ-ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;