Numbers 7:88 — Compare Translations

4 translations compared side by side

Odia - 1840
"ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାଯ ଚବିଶ ଗୋରୁ, ଷାଠିଏ ମଷେ, ଷାଠିଏ ଛାଗ ଓ ଏକବର୍ଷୀଯ ଷାଠିଏ ମଷେବତ୍ସ ଅଧିପତିମାନେ ଉପହାର ଦେଲେ, ମାଶାେ ୟଜ୍ଞବଦେୀକୁ ପ୍ରତିଷ୍ଠା କଲାପରେ ଏହିସବୁ ଉପହାର ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ ଓ ଷାଠିଏ ମେଷ ଓ ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।