Numbers 7:89 — Compare Translations

4 translations compared side by side

Odia - 1840
"ଏହାପରେ ମାଶାେ ସଦାପ୍ରଭୁଙ୍କ ସହିତ କଥା କହିବାକୁ ସମାଗମ ତମ୍ବୁ ରେ ପ୍ରବେଶ କଲା ବେଳେ, ନିଯମ ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନ ର ଉପରୁ, କିରୁବଦ୍ବଯ ମଧ୍ଯରୁ ତାଙ୍କ ପ୍ରତି କଥା କହିବାର ଶୁଣିଲେ। ଏହିରୂପେ ପରମେଶ୍ବର ମାଶାଙ୍କେ ସହିତ କଥା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ଵୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ଵୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି ସେ ତାଙ୍କ ସହିତ କଥା କହିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।