Numbers 7:9 — Compare Translations

5 translations compared side by side

Odia - 1840
"ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସେମାନଙ୍କର ପବିତ୍ର କାର୍ଯ୍ୟ ଥିଲା କାନ୍ଧରେ ଜିନିଷ ବହନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।