Numbers 8:10 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଉପସ୍ଥିତ କରାଇବା ଉଚିତ୍। ଇଶ୍ରାୟେଲର ଲୋକମାନେ ଲବେୀୟମାନଙ୍କ ଉପରେ ସମାନଙ୍କେର ହସ୍ତ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ନିର୍ଭର ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବା ଉଚିତ୍। ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ଉପରେ ସେମାନଙ୍କର ହସ୍ତ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ-ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ; ତହୁଁ ଇସ୍ରାଏଲ ସନ୍ତାନଗଣ ଲେବୀୟମାନଙ୍କ ଉପରେ ଆପଣାମାନଙ୍କ ହସ୍ତ ରଖିବେ।