Numbers 8:11 — Compare Translations
5 translations compared side by side
Odia - 1840
"ଆଉ ହାରୋଣ ଇଶ୍ରାୟେଲ-ସନ୍ତାନଗଣ ପକ୍ଷ ରେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସମାନେେ ସଦାପ୍ରଭୁଙ୍କର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ।