Numbers 8:13 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖ ରେ ଲବେୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀଯ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖରେ ଲେବୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।