Numbers 8:14 — Compare Translations

5 translations compared side by side

Odia - 1840
"ଏହିରୂପେ ତୁମ୍ଭେ ଲବେୀୟମାନଙ୍କୁ ଇଶ୍ରାୟେଲ ସନ୍ତାନମାନଙ୍କଠାରୁ ପୃଥକ କରିବ। ସମାନେେ ମାରେ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭେ ଲେବୀୟମାନଙ୍କୁ ଇସ୍ରାଏଲ ସନ୍ତାନମାନଙ୍କଠାରୁ ପୃଥକ୍ କରିବ। ସେମାନେ ମୋର ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ଲେବୀୟମାନଙ୍କୁ ପୃଥକ୍ କରିବ; ତହିଁରେ ଲେବୀୟମାନେ ଆମ୍ଭର ହେବେ।