Numbers 8:15 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭେ ସମାନଙ୍କେୁ ଶୁଚି କରି ଦୋଳନୀଯ ନବୈେଦ୍ଯ ରୂପେ ଉତ୍ସର୍ଗ କରିବ, ତା'ପରେ ସମାନେେ ସବୋକରିବା ନିମନ୍ତେ ସମାଗମ ତମ୍ବୁ ରେ ପ୍ରବେଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କରିବେ; ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ, ତା’ପରେ ସେମାନେ ସେବାକରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।