Numbers 8:16 — Compare Translations

5 translations compared side by side

Odia - 1840
"କାରଣ ସମାନେେ ଇଶ୍ରାୟେଲ ଲୋକମାନଙ୍କ ମଧ୍ଯରୁ ଆମ୍ଭ ଉବ୍ଦେଶ୍ଯ ରେ ସମ୍ପୂର୍ଣରୂପେ ଦତ୍ତ ଲୋକ, ଆମ୍ଭେ ଇଶ୍ରାୟେଲ ସନ୍ତାନଗଣ ମଧ୍ଯରୁ ସମସ୍ତ ପ୍ରଥମ ଜାତ ସନ୍ତାନ ବଦଳ ରେ ସମାନଙ୍କେୁ ଆପଣା ନିମନ୍ତେ ଗ୍ରହଣ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ, ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ସନ୍ତାନ ବଦଳରେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଆମ୍ଭ ଉଦ୍ଦେଶ୍ୟରେ ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ; ଆମ୍ଭେ ଇସ୍ରାଏଲର ସନ୍ତାନଗଣ ମଧ୍ୟରୁ ସମସ୍ତ ପ୍ରଥମଜାତ ଗର୍ଭଫଳ ବଦଳେ ସେମାନଙ୍କୁ ଆପଣା ନିମନ୍ତେ ଗ୍ରହଣ କଲୁ।