Numbers 8:17 — Compare Translations
5 translations compared side by side
Odia - 1840
"ସହେିଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ଯା କଲି, ମୁଁ ଇଶ୍ରାୟେଲର ପ୍ରଥମଜାତ ସନ୍ତାନଙ୍କୁ ମାେ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇଶ୍ରାୟେଲର ପ୍ରଥମଜାତ ଉଭୟ ମନୁଷ୍ଯ ଓ ପଶୁଗୁଡିକ ମାରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର; ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ମୁଁ ମିଶରର ସମସ୍ତ ପ୍ରଥମଜାତ ସନ୍ତାନମାନଙ୍କୁ ହତ୍ୟା କଲି, ମୁଁ ଇସ୍ରାଏଲର ପ୍ରଥମଜାତ ସନ୍ତାନଙ୍କୁ ମୋ’ ନିମନ୍ତେ ପବିତ୍ର କଲି। ଏଣୁ ସମସ୍ତ ଇସ୍ରାଏଲର ପ୍ରଥମଜାତ ଉଭୟ ମନୁଷ୍ୟ ଓ ପଶୁଗୁଡ଼ିକ ମୋର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ମନୁଷ୍ୟ ଓ ପଶୁ, ଉଭୟର ସମସ୍ତ ପ୍ରଥମଜାତ ଆମ୍ଭର ମିସର ଦେଶର ସମସ୍ତ ପ୍ରଥମଜାତଙ୍କୁ ଆଘାତ କରିବା ଦିନ ଆମ୍ଭେ ସେମାନଙ୍କୁ ଆପଣା ନିମନ୍ତେ ପବିତ୍ର କଲୁ।