Numbers 8:18 — Compare Translations
5 translations compared side by side
Odia - 1840
"ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳ ରେ ଆମ୍ଭେ ଲବେୀୟମାନଙ୍କୁ ଗ୍ରହଣ କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳରେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣର ସମସ୍ତ ପ୍ରଥମଜାତ ବଦଳେ ଆମ୍ଭେ ଲେବୀୟମାନଙ୍କୁ ଗ୍ରହଣ କଲୁ।