Numbers 8:2 — Compare Translations

5 translations compared side by side

Odia - 1840
"ହାରୋଣଙ୍କୁ କୁହ, ମୁଁ ଦଖାଇେଥିବା ସ୍ଥାନ ରେ ସାତାଟେି ପ୍ରଦୀପ ରଖିବେ। ଯାହାଫଳ ରେ ସାତାଟେି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗ ରେ ଆଲୁଅ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ହାରୋଣଙ୍କୁ କୁହ, ମୁଁ ଦେଖାଇଥିବା ସ୍ଥାନରେ ସାତୋଟି ପ୍ରଦୀପ ରଖିବେ। ଯାହାଫଳରେ ସାତୋଟି ପ୍ରଦୀପ ଦୀପ ବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ କୁହ, ‘ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।’”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ କୁହ, ତୁମ୍ଭେ ପ୍ରଦୀପ ଜାଳିବା ସମୟରେ ସେହି ସପ୍ତ ପ୍ରଦୀପ ଦୀପବୃକ୍ଷର ସମ୍ମୁଖ ଭାଗରେ ଆଲୁଅ ଦେବ।”