Numbers 8:20 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ, ହାରୋଣ ଓ ସମସ୍ତ ଇଶ୍ରାୟେଲର ଲୋକ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଇଶ୍ରାୟେଲର ଲୋକମାନେ ଲବେୀୟମାନଙ୍କ ପ୍ରତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୋଶା ଓ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା, ହାରୋଣ ଓ ସମସ୍ତ ଇସ୍ରାଏଲର ଲୋକ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଇସ୍ରାଏଲର ଲୋକମାନେ ଲେବୀୟମାନଙ୍କ ପ୍ରତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ପ୍ରତି କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲ ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଲେବୀୟମାନଙ୍କ ପ୍ରତି କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ପ୍ରତି କଲେ।