Numbers 8:21 — Compare Translations
5 translations compared side by side
Odia - 1840
"ପୁଣି ଲବେୀୟମାନେ ନିଜକୁ ଶୈାଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସମାନଙ୍କେୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯରୂପେ ଉତ୍ସର୍ଗ କଲେ ଓ ହାରୋଣ ସମାନଙ୍କେୁ ଶୁଚି କିବା ପାଇଁ ପ୍ରାଯଶ୍ଚିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଲେବୀୟମାନେ ନିଜକୁ ଶୌଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଉତ୍ସର୍ଗ କଲେ ଓ ହାରୋଣ ସେମାନଙ୍କୁ ଶୁଚି କିବା ପାଇଁ ପ୍ରାୟଶ୍ଚିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲେବୀୟମାନେ ଆପଣା ଆପଣାକୁ ପାପରୁ ପରିଷ୍କାର କଲେ ଓ ଆପଣା ଆପଣା ବସ୍ତ୍ର ଧୌତ କଲେ; ତହୁଁ ହାରୋଣ ସେମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ; ଆଉ ହାରୋଣ ସେମାନଙ୍କୁ ଶୁଚି କରିବା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)