Numbers 8:22 — Compare Translations

5 translations compared side by side

Odia - 1840
"ତା'ପରେ ଲବେୀୟମାନେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ସମ୍ମୁଖ ରେ ଆପଣା ଆପଣା ସବୋକାର୍ୟ୍ଯ ନିମନ୍ତେ ସମାଗମ ତମ୍ବୁ ରେ ପ୍ରବେଶ କଲେ। ସଦାପ୍ରଭୁ ଲବେୀୟମାନଙ୍କ ବିଷଯ ରେ ମାଶାଙ୍କେୁ ଯେପରି ଆଜ୍ଞା ଦଇେଥିଲେ ତଦନୁସା ରେ ସମାନଙ୍କେ ପ୍ରତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଲେବୀୟମାନେ ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ସମ୍ମୁଖରେ ଆପଣା ଆପଣା ସେବାକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ। ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ସେମାନଙ୍କ ପ୍ରତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
Odia IRV 2017 (ଓଡିଆ ବାଇବେଲ)