Numbers 8:24 — Compare Translations
5 translations compared side by side
Odia - 1840
"ଏହା ହେଉଛି ଲବେୀୟମାନଙ୍କ ବ୍ଯବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲବେୀୟମାନେ ସମାଗମ ତମ୍ବୁ ରେ ସବୋକାର୍ୟ୍ଯ କରିବା ନିମନ୍ତେ ମନୋନୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା । ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ଵୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ହେଉଛି ଲେବୀୟମାନଙ୍କ ବ୍ୟବସ୍ଥା ପାତ୍ର। ପଚିଶ ବର୍ଷରୁ ଅଧିକ ଲେବୀୟମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
Odia IRV 2017 (ଓଡିଆ ବାଇବେଲ)
“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।