Numbers 8:25 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ପଚାଶବର୍ଷ ବଯସ୍କ ହେଲେ ସବୋ କର୍ମରୁ ଅବସର ନଇେ ଆଉ ସବୋକରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ପଗ୍ଭଶ୍ ବର୍ଷ ବୟସ୍କ ହେଲେ ସେବା କର୍ମରୁ ଅବସର ନେଇ ଆଉ ସେବାକରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ପଚାଶ ବର୍ଷ ବୟସ୍କ ହେଲେ, ସେବାକର୍ମରୁ ନିବୃତ୍ତ ହୋଇ ଆଉ ସେବା କରିବେ ନାହିଁ;