Numbers 8:4 — Compare Translations
5 translations compared side by side
Odia - 1840
"ସହେିସବୁ ଦୀପରୂଖା ଆଧାର ଓ ତା'ର ଉପରର ଫୁଲଗୁଡିକ ପିଟା ସୁବର୍ଣ୍ଣ ରେ ନିର୍ମିତ ହାଇେଥିଲା। ସଦାପ୍ରଭୁ ମାଶାଙ୍କେୁ ନିର୍ବ୍ଦେଶ ମୁତାବକ ମାଶାେ ଦୀପରୂଖା ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୀପବୃକ୍ଷର କର୍ମ ସ୍ଵର୍ଣ୍ଣର ପିଟାକର୍ମ ଥଲା; ତହିଁର ଗଣ୍ତି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିସବୁ ଦୀପରୁଖା ଆଧାର ଓ ତା’ର ଉପରର ଫୁଲ ଗୁଡ଼ିକ ପିଟା ସୁବର୍ଣ୍ଣରେ ନିର୍ମିତ ହୋଇଥିଲା। ସଦାପ୍ରଭୁ ମୋଶାଙ୍କୁ ନିର୍ଦ୍ଦେଶ ମୁତାବକ ମୋଶା ଦୀପରୁଖା ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦୀପବୃକ୍ଷର କର୍ମ ସ୍ୱର୍ଣ୍ଣର ପିଟାକର୍ମ ଥିଲା; ତହିଁର ଗଣ୍ଡି ଓ ପୁଷ୍ପ ପର୍ଯ୍ୟନ୍ତ ପିଟାକର୍ମ ଥିଲା; ସଦାପ୍ରଭୁ ମୋଶାଙ୍କୁ ଯେଉଁ ଆଦର୍ଶ ଦେଖାଇଥିଲେ, ତଦନୁସାରେ ସେ ଦୀପବୃକ୍ଷ ନିର୍ମାଣ କଲେ।