Numbers 8:6 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କ ମଧ୍ଯରୁ ଲବେୀୟମାନଙ୍କୁ ନଇେ ଶୂଚି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ନେଇ ଶୁଚି କର।”