Numbers 8:7 — Compare Translations
5 translations compared side by side
Odia - 1840
"ସମାନଙ୍କେ ଶୂଚି କରିବାକୁ ଏହିରୂପେ କର। ସମାନଙ୍କେ ଉପରେ ଶୂଦ୍ଧ ଜଳ ସିଞ୍ଚନ କର ଓ ସମାନେେ ନିଜ ନିଜ ସମଗ୍ର ଶରୀର େକ୍ଷୗର କର ଏବଂ ବସ୍ତ୍ର ଧୋଇବେ। ଏହିପରି ସମାନେେ ନିଜକୁ ନିଜେ ଶୂଚି କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପାପାର୍ଥକ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଶୁଚି କରିବାକୁ ଏହିରୂପେ କର। ସେମାନଙ୍କ ଉପରେ ଶୁଦ୍ଧ ଜଳ ସିଞ୍ଚନ କର ଓ ସେମାନେ ନିଜ ନିଜ ସମଗ୍ର ଶରୀର କ୍ଷୌର କରିବେ ଏବଂ ବସ୍ତ୍ର ଧୋଇବେ। ଏହିପରି ସେମାନେ ନିଜକୁ ନିଜେ ଶୁଚି କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।